ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମ
ବିବାଦ ବଢ଼ିବା ପରେ ଦୀଘାରୁ ହଟିଲା ‘ଜଗନ୍ନାଥ ଧାମ’ ନାମ । ନାମକରଣ ବୋର୍ଡରେ ଯେଉଁ ଜଗନ୍ନାଥ ଧାମ ଲେଖାଯାଇଥିଲା, ତାକୁ ହଟାଇ ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ସମେତ ଓଡ଼ିଶା ଓ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ବିରୋଧ ପରେ ଦୀଘାରୁ ହଟାଇ ଦିଆଯାଇଛି ଜଗନ୍ନାଥ ଧାମ ନାମ । ସୋସିଆଲ ମିଡିଆ!-->…
