ପହଲଗାମ ଆକ୍ରମଣ : ସମ୍ପୃକ୍ତ ଥିଲେ ୬ ଆତଙ୍କବାଦୀ
ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଥିଲେ ୬ ଆତଙ୍କବାଦୀ । ଆକ୍ରମଣ ପଛରେ ପାକିସ୍ତାନୀ ଆତଙ୍କୀଙ୍କ ହାତ ଥିବା ସୂଚନା । ୬ ଆତଙ୍କୀଙ୍କ ମଧ୍ୟରେ ୪ ପାକିସ୍ତାନୀ ଓ ୨ ସ୍ଥାନୀୟ ଆତଙ୍କୀଙ୍କ ହାତ ଥିବା ସୂଚନା ମିଳିଛି । ତେବେ ଏହି ଆତଙ୍କୀଙ୍କ ମଧ୍ୟରୁ ୪ ଜଣଙ୍କ ଫଟୋ ସାମ୍ନାକୁ ଆସିଛି । ୩ ଜଣଙ୍କ!-->…
