ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ
ବଡ଼ ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ସୁଭଦ୍ରା ରଥ ଉପରେ ସୁନା ଅଳଙ୍କାରରେ ସଜ୍ଜିତ ହୋଇ ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ଚତୁର୍ଦ୍ଧାମୂର୍ତ୍ତି ୧୩୮ ପ୍ରକାର ଅଳଙ୍କାରର ସଜ୍ଜିତ ହୋଇଛନ୍ତି। ପ୍ରାୟ ୨୦୮ କିଲୋଗ୍ରାମ୍ ଅଳଙ୍କାର ଚତୁର୍ଦ୍ଧା ମୂର୍ତ୍ତି!-->…
