ପୁରୀ ଜିଲ୍ଲା ଡେଲାଙ୍ଗରୁ ନାବାଳକ ନିଖୋଜ ଘଟଣା : ପାଇଖାନା ଟାଙ୍କିରୁ ମିଳିଲା ମୃତଦେହ
ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅଞ୍ଚଳରୁ ନାବାଳକ ଆଶୀର୍ବାଦ ସାହୁ ନିଖୋଜ ଘଟଣା । ୭ ଦିନ ପରେ ମିଳିଲା ମୃତଦେହ । ଡେଲାଙ୍ଗ ଥାନା ରତନପୁର ଗାଁର ଜଣେ ବ୍ୟକ୍ତିଙ୍କ ଘର ପାଇଖାନା ଟାଙ୍କିରୁ ମିଳିଛି ମୃତଦେହ । ପୁଲିସ ସନ୍ଦେହରେ ରତନପୁର ଗାଁର ବାପି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଅଟକ!-->…
