Odia News Portal
Browsing Tag

swadhikar news

ସତ କହିଲା କେନ୍ଦ୍ରୀୟ ଟିମ୍ ; ’ପାଣିରୁ ବ୍ୟାପୁଛି ଡାଇରିଆ’

ଲୋକସେବା ଭବନରେ କେନ୍ଦ୍ରୀୟ ଟିମ୍ । ଡାଇରିଆ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ସଚିବଙ୍କ ସହ ବସିଛି ସମୀକ୍ଷା ବୈଠକ । ରାଜ୍ୟରେ ଡାଇରିଆ ସ୍ଥିତିକୁ ନେଇ ବୈଠକରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ଚାଲିଛି । ଗ୍ରାଉଣ୍ଡ ଜିରୋକୁ ଯାଇ ସ୍ଥିତି ପରଖିଥିଲା କେନ୍ଦ୍ରୀୟ ଟିମ୍ । ଯାଜପୁର ସମେତ

 ଭିଜୁଛି ରାଜ୍ୟ, ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଅତିପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ

ଗୋପାଳପୁର ଗଣଦୁଷ୍କର୍ମ: ଆରମ୍ଭ ହେଲା କ୍ରାଇମବ୍ରାଞ୍ଚ ତଦନ୍ତ

ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ସରକାରଙ୍କ କଡ଼ା ଆଭିମୁଖ୍ୟ । ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ୍ । ସମ୍ବେଦନଶୀଳ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି ୱାଇ.ବି.ଖୁରାନିଆ । ମାମଲାକୁ ରେଡ୍ ଫ୍ଲାଗ ଶ୍ରେଣୀଭୁକ୍ତ କରାଯାଇଥିବା ସୂଚନା ଦେଇଛନ୍ତି

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା ; ଏସ୍‌ପି ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ବ୍ରହ୍ମପୁର ଏସ୍‌ପିଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା । ୧୦ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ତିନିଜଣ , ଯୁବତୀଙ୍କ ସହ ଦୁଷ୍କର୍ମ କରିଥିବା ନେଇ ସୂଚନା ଦେଇଛନ୍ତି ଏସ୍‌ପି । ସେହି ତିନିଜଣଙ୍କୁ ଗିରଫ କରାଯାଇଛି । ବାକି ୭ଜଣଙ୍କୁ ପୁଲିସ

୫ ଜିଲ୍ଲା ନୁହେଁ ରାଜ୍ୟର ସବୁ ଜିଲ୍ଲାକୁ ଆଲର୍ଟ: ସ୍ୱାସ୍ଥ୍ୟ ସଚିବ

୫ ଜିଲ୍ଲା ନୁହେଁ ରାଜ୍ୟର ସବୁ ଜିଲ୍ଲାକୁ ଆଲର୍ଟ ରହିବାକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଦିନ  ୧୦ଟା ସୁଦ୍ଧା ୫ ଜିଲ୍ଲାରୁ  ୩  ଶହ ନୂଆ କେସ୍ ଚିହ୍ନଟ ହୋଇଛି ବୋଲି ସେ ସୂଚନା ଦେଇଛନ୍ତି । ମଙ୍ଗଳବାର ଡାଇରିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବଙ୍କ

ଜମି କିସମ ଓ ସତ୍ତ୍ବ ସଂଖ୍ୟା କମ୍ କରାଯିବ: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ରାଜସ୍ବ ବିଭାଗରେ ସଂସ୍କାର ଅଣାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ବ୍ରିଟିଶ ଅମଳର କିସମ ହେବ ପରିବର୍ତ୍ତନ । ଜମି କିସମ ସଂଖ୍ୟା କମିବ । ୭୦୦୦ ଜମି କିସମରୁ କମ୍ ହୋଇ ମାତ୍ର ୨୭ଟି କିସମ ରଖାଯିବ । ଏନେଇ ବିଜ୍ଞପ୍ତି ଖୁବ ଶୀଘ୍ର ପ୍ରକାଶ ପାଇବ।

ଏଣିକି ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା: ମନ୍ତ୍ରୀ

ଏଣିକି ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ ଆମ୍ବୁଲାନ୍ସ ସେବା। ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ିହେବ ଆମ୍ବୁଲାନ୍ସ ସେବା । ଅନଲାଇନ୍‌ରେ ବୁକ୍ ହେବ ଆମ୍ବୁଲାନ୍ସ । ଘରୋଇ ଆମ୍ବୁଲାନ୍ସଗୁଡ଼ିକ ଓଡ଼ିଶା ଯାତ୍ରୀ ସହ ଯୋଡ଼ି ହେବେ ଏବଂ ଅନ୍‌ଲାଇନ୍‌ରେ ଆମ୍ବୁଲାନ୍ସ ବୁକ୍ କରିପାରିବେ ରୋଗୀ କିମ୍ବା ତାଙ୍କ

ମାଡିଚାଲିଛି ଡାଇରିଆ : ଗୋଟିଏ ଦିନରେ ତିନି ଜଣଙ୍କ ମୃତ୍ୟୁ

ନିୟନ୍ତ୍ରଣକୁ ଆସୁନି ଡାଇରିଆ । ଆଜି ପୁଣି ଯାଜପୁର ଯାଇ ଗ୍ରାଉଣ୍ଡ ଜିରୋରେ ହଇଜାର ସ୍ଥିତି ପରଖିବେ କେନ୍ଦ୍ରୀୟ ଟିମ । ଜିଲ୍ଲାରେ ହଇଜା ଉଦବେଗ ଜନକ ସ୍ଥିତିରେ ଥିବାବେଳେ ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୭ଜିଲ୍ଲାକୁ ବ୍ୟାପିଛି ଝାଡାବାନ୍ତି । ଯାଜପୁର ପରେ କଟକ, କେନ୍ଦ୍ରାପଡ଼ା, ଭଦ୍ରକ,

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଦ୍ଵାରା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ ଆରମ୍ଭ

ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଢେଙ୍କାନାଳ ଜିଲ୍ଲା ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ଏହି ଅଭିଯାନର ଶୁଭ ଉଦଘାଟନ୍ କରି କହିଥିଲେ

ଗୋପାଳପୁର ଗଣଦୁଷ୍କର୍ମ: ୧୦ ଗିରଫ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ । ୩ ଜଣ ଅଭିଯୁକ୍ତ ବାହାର ରାଜ୍ୟକୁ ପଳାଇବାକୁ ଚେଷ୍ଟା କରୁଥିବା ବେଳେ ପୁଲିସ ସେମାନଙ୍କୁ ଗିରଫ କରିଛି । ଗତକାଲି ଗୋପାଳପୁରରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ନେଇ ଅଭିଯୋଗ ହୋଇଥିଲା । ଯୁବତୀ