ଦେବଗଡ଼କୁ ୨୦୫ କୋଟିର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦେବଗଡ଼ ଜିଲ୍ଲା ଗସ୍ତରେ ଆସି ୨୦୫ କୋଟି ଟଙ୍କାର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୩୦୦ ଶଯ୍ୟା ବିଶିଷ୍ଟ ନବନିର୍ମିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଠାକୁ ମୁଖ୍ୟମନ୍ତ୍ରୀ!-->…
