ଅମୃତ ୨.୦ କାର୍ଯ୍ୟକାରିତାରେ ଦେଶରେ ଓଡ଼ିଶାକୁ ପ୍ରଥମ ସ୍ଥାନ
ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ଗୌରବମୟ ସଫଳତା ହାସଲ କରିଛି। ‘ଅଟଳ ମିସନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ’ (ଅମୃତ) ୨.୦ ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି।
୨୦୨୧ ଅକ୍ଟୋବରରେ ଆରମ୍ଭ ହୋଇଥିବା ଏହି ମିଶନ ମାଧ୍ୟମରେ…
