ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦେଶ: ଆଇନ୍ ମନ୍ତ୍ରୀ
ବିଧାନସଭା ହେଉଛି ପବିତ୍ର ଗୃହ, ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା। କିନ୍ତୁ ସେଠି ନିଜର ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇ ଡ୍ରାମା କରାଯାଉଛି। ଗତ ୭ ମାର୍ଚ୍ଚ ତାରିଖ ଠାରୁ ଏଭଳି ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳୁଛି, ଯାହା କି!-->…
