ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ
ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ । ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର । ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା । ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ!-->…
