୭ ଦିନ ବନ୍ଦ ରହିବ ରତ୍ନଭଣ୍ଡାର କାମ
ବନ୍ଦ ରହିବ ରତ୍ନଭଣ୍ଡାର କାମ । ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି!-->!-->!-->…
