ଆବାସ: ୧୨ ଲକ୍ଷ ୫୦ ହଜାର ଆବେଦନ
ପ୍ରଧାନମନ୍ତ୍ରୀ ଆବାସ ଘର ପାଇଁ ଆବେଦନ କଲେଣି ସାଢେ ୧୨ ଲକ୍ଷ ଲୋକେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହେବା ଆରମ୍ଭ ହୋଇଥିବା ପଞ୍ଜୀକରଣ ସଂଖ୍ୟା ୧୨ଲକ୍ଷ୍ୟ ୫୦ହଜାର ପହଞ୍ଚିଲାଣି । ଏନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ମନ୍ତ୍ରୀ କହିଛନ୍ତି କେବଳ ଯୋଗ୍ୟ!-->…
