Odia News Portal
Browsing Tag

swadhikar news

ରାଜ୍ୟର ବିକାଶ ପାଇଁ ଅର୍ଥ କମିସନଙ୍କୁ ପ୍ରସ୍ତାବ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଷୋଡ଼ଶ ଅର୍ଥ କମିସନ ଡ଼କ୍ଟର ଅରବିନ୍ଦ ପାନଗେରିୟାଙ୍କର ବୈଠକ ହୋଇଛି । ସାକ୍ଷାତ ପରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ଅର୍ଥ କମିସନଙ୍କ ସହିତ ହୋଇଥିବା ବୈଠକରେ ରାଜ୍ୟର ଆର୍ଥିକ ଦିଗ ଉପରେ ବିସ୍ତୃତ

ଆକ୍ସନ ମୋଡରେ ସିଏମଓ

ଆକ୍ସନ୍ ମୋଡରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ। ଜନଶୁଣାଣିରେ ଲୋକମାନେ ଆଣୁଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ବା ସିଏମ୍‌ଓ ପକ୍ଷରୁ ଚିଠି ହୋଇଛି । ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି, ପୋଲିସ

ବାରବାଟୀ ଟିକେଟ୍‌ କାଉଣ୍ଟର ଆଗରେ ଅସମ୍ଭାଳ ଭିଡ଼, ଦଳାଚକଟା ସ୍ଥିତି : ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ନାକେଦମ୍‌

 ବାରବାଟୀରେ କ୍ରିକେଟ୍ କ୍ରେଜ୍ । ଟିକେଟ୍ କିଣିବାକୁ କାଉଣ୍ଟର ବାହାରେ କ୍ରିକେଟ୍‌ ପ୍ରେମୀଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି । ଲୋକଙ୍କ ମଧ୍ୟରେ ଠେଲାପେଲା ସ୍ଥିତି ଉପୁଜିଥିବା ଦେଖିବାକୁ ମିଳିଛି । ଗହଳିରେ ଅସୁସ୍ଥ ହେଲେ କ୍ରିକେଟ୍‌ପ୍ରେମୀ ।  ବାରବାଟୀ ଦିନିକିଆ ପାଇଁ ସାଧାରଣ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ

ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ: ପ୍ରତି ଗ୍ରାମସଭାରେ ପ୍ରସ୍ତୁତ ହେବ ୫ ବର୍ଷିଆ ଯୋଜନା ତାଲିକା

ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ। ଖୋର୍ଦ୍ଧାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ପୂର୍ବରୁ ରାଜ୍ୟ ସରକାର ବିସ୍ତୃତ ମାର୍ଗଦର୍ଶିକା ଜାରି କରିସାରିଛନ୍ତି।  ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇସାରିଛି। ଫେବ୍ରୁଆରୀ ମାସ ୧୫

ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କୁ ବଡ ଉପହାର ଦେଇଛନ୍ତି। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି ହୋଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ବାଇକ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି

ରାଜଧାନୀରେ ୫୪ ନମ୍ବର ମୋ ବସ ଧକ୍କାରେ ନାବାଳିକାର ଶୋଚନୀୟ ମୃତ୍ୟୁ

 ରଘୁନାଥପୁର ପାଖରେ ୫୪ ନମ୍ବର ମୋ ବସ ଧକ୍କାରେ ଜଣେ ନାବାଳିକାର ଶୋଚନୀୟ ମୃତ୍ୟୁ ଘଟିଛି | ମୃତ ନାବାଳିକା ୧୩ ବର୍ଷର ମୁନି ଜୁଆଡି| ସକାଳ ୮ଟା ପାଖାପାଖି ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକ ରାସ୍ତାରେ

 ୩ ବର୍ଷ ପରେ ବାରବାଟୀରେ ଅନ୍ତର୍ଜାତୀୟ କ୍ରିକେଟ

ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ବିତୀୟ ମ୍ୟାଚ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଦେଖିବାକୁ ଗଲେ ବାରବାଟୀରେ ଟେଷ୍ଟ ମ୍ୟାଚ ପାଇଁ ଅନୁମତି ମିଳୁନି। ବହୁ ବ୍ୟବଧାନରେ ଗୋଟିଏ କି ଦୁଇଟି ଦିନିକିଆ ଓ ଟି୨୦ ମ୍ୟାଚ ମିଳୁଛି। ଦୀର୍ଘ ୬ ବର୍ଷ ପରେ

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସୂଚନା ପ୍ରଦାନ କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ

IAS ମନୀଷ ଅଗ୍ରୱାଲଙ୍କ ବଢିଲା ଅଡୁଆ । ମନୀଷଙ୍କ ନାଁରେ ଏନଡବ୍ଲୁ ଜାରି

ମାଲକାନଗିରି ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲା । ଆଇଏଏସ୍ ମନୀଷ ଅଗ୍ରୱାଲଙ୍କ ବଢିଲା ଅଡୁଆ । ମନୀଷଙ୍କ ନାଁରେ ଏନଡବ୍ଲୁ ଜାରି କରିବା ପାଇଁ ନିର୍ଦ୍ଦେଶ ରହିଛି । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଏସଡିଜେଏମ । ବାରମ୍ୱାର ନୋଟିସ୍ ପରେ ବି ହାଜର ହୋଇନଥିଲେ ମନୀଷ । ମନିଷ