Odia News Portal
Browsing Tag

swadhikar news

ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ: ପ୍ରତି ଗ୍ରାମସଭାରେ ପ୍ରସ୍ତୁତ ହେବ ୫ ବର୍ଷିଆ ଯୋଜନା ତାଲିକା

ବିକଶିତ ଗାଁ ବିକଶିତ ଓଡ଼ିଶାର ଶୁଭାରମ୍ଭ। ଖୋର୍ଦ୍ଧାରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ପୂର୍ବରୁ ରାଜ୍ୟ ସରକାର ବିସ୍ତୃତ ମାର୍ଗଦର୍ଶିକା ଜାରି କରିସାରିଛନ୍ତି।  ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇସାରିଛି। ଫେବ୍ରୁଆରୀ ମାସ ୧୫

ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କୁ ବଡ ଉପହାର ଦେଇଛନ୍ତି। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି ହୋଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ବାଇକ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି

ରାଜଧାନୀରେ ୫୪ ନମ୍ବର ମୋ ବସ ଧକ୍କାରେ ନାବାଳିକାର ଶୋଚନୀୟ ମୃତ୍ୟୁ

 ରଘୁନାଥପୁର ପାଖରେ ୫୪ ନମ୍ବର ମୋ ବସ ଧକ୍କାରେ ଜଣେ ନାବାଳିକାର ଶୋଚନୀୟ ମୃତ୍ୟୁ ଘଟିଛି | ମୃତ ନାବାଳିକା ୧୩ ବର୍ଷର ମୁନି ଜୁଆଡି| ସକାଳ ୮ଟା ପାଖାପାଖି ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକ ରାସ୍ତାରେ

 ୩ ବର୍ଷ ପରେ ବାରବାଟୀରେ ଅନ୍ତର୍ଜାତୀୟ କ୍ରିକେଟ

ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ବିତୀୟ ମ୍ୟାଚ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଦେଖିବାକୁ ଗଲେ ବାରବାଟୀରେ ଟେଷ୍ଟ ମ୍ୟାଚ ପାଇଁ ଅନୁମତି ମିଳୁନି। ବହୁ ବ୍ୟବଧାନରେ ଗୋଟିଏ କି ଦୁଇଟି ଦିନିକିଆ ଓ ଟି୨୦ ମ୍ୟାଚ ମିଳୁଛି। ଦୀର୍ଘ ୬ ବର୍ଷ ପରେ

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସୂଚନା ପ୍ରଦାନ କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ

IAS ମନୀଷ ଅଗ୍ରୱାଲଙ୍କ ବଢିଲା ଅଡୁଆ । ମନୀଷଙ୍କ ନାଁରେ ଏନଡବ୍ଲୁ ଜାରି

ମାଲକାନଗିରି ପିଏ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲା । ଆଇଏଏସ୍ ମନୀଷ ଅଗ୍ରୱାଲଙ୍କ ବଢିଲା ଅଡୁଆ । ମନୀଷଙ୍କ ନାଁରେ ଏନଡବ୍ଲୁ ଜାରି କରିବା ପାଇଁ ନିର୍ଦ୍ଦେଶ ରହିଛି । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଏସଡିଜେଏମ । ବାରମ୍ୱାର ନୋଟିସ୍ ପରେ ବି ହାଜର ହୋଇନଥିଲେ ମନୀଷ । ମନିଷ

ରେଳ ବଜେଟ୍ : ଓଡିଶାକୁ ୧୦,୫୯୯ କୋଟି

ଆସିଲା ରେଳ ବଜେଟ୍ । ଓଡିଶା ପାଇଁ ରେଳ ବଜେଟ୍ ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ବଜେଟରେ ଓଡିଶାକୁ ମିଳିଛି ୧୦,୫୯୯ କୋଟି । ଓଡ଼ିଶାରେ ଗତ ୧୦ ବର୍ଷ ଭିତରେ ୨୦୪୬ କିମି ନୂଆ ଟ୍ରାକ୍‌ ନିର୍ମାଣ ହୋଇଛି । ଓଡ଼ିଶାରେ ନବ ନିର୍ମିତ ଟ୍ରାକ୍‌ ମାଲେସିଆରେ ଥିବା

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି।

ଓଡ଼ିଶାକୁ ମିଳିଲା ନୂଆ ରାଜ୍ୟ ନିର୍ବାଚନ କମିଶନର,ଦାୟିତ୍ବ ନେଲେ ବରିଷ୍ଠ IAS ମଧୁସୂଦନ ପାଢୀ

ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନର ଭାବରେ ଦାୟିତ୍ବ ନେଇଛନ୍ତି ବରିଷ୍ଠ IAS ମଧୁସୂଦନ ପାଢୀ । ପୂର୍ବତନ ରାଜ୍ୟ ନିର୍ବାଚନ ଆୟୁକ୍ତ  ଆଦିତ୍ୟ ପାଢୀ ତାଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି । ୨ ବର୍ଷର ଅବସର ପରେ ଏବେଠୁ ଦାୟିତ୍ବ ତୁଲାଇବେ ମଧୁସୂଦନ ପାଢୀ ।  ଭୋଟର ମାନେ କିଭଳି ଅଧିକ

ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

 ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ  ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ