ଶିଳ୍ପପତିଙ୍କ ପାଇଁ ଓଡ଼ିଶାର ଦ୍ୱାର ସବୁବେଳେ ଖୋଲା ରହିଛି: ମୁଖ୍ୟମନ୍ତ୍ରୀ
ଉତ୍କର୍ଷ ଓଡ଼ିଶା ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଆମ ପାଇଁ ଗର୍ବ ଓ ଗୌରବର ଦିନ| ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉତ୍କର୍ଷ ଓଡ଼ିଶାର ଶୁଭାରମ୍ଭ ହେଉଛି | ୭ ମାସ ମଧ୍ୟରେ ୫ ଥର ଓଡ଼ିଶା ଗସ୍ତ କରିଛନ୍ତି | ଏହା ହିଁ!-->…
