କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି ଦାସ ଓ ତାଙ୍କ ଭାଇ ଆକାଶ ଦାସଙ୍କୁ କାଉଣ୍ଟର କରିଛି ବିଜେପି। ବାପା ନବ କିଶୋର ଦାସ ହତ୍ୟା ବେଳେ କାହିଁକି ଓ କାହା ପ୍ରରୋଚନାରେ ଦୀପାଳି ଓ ଆକାଶ ଚୁପ୍ ଥିଲେ,ତାହା ଆମେ ଦେଖିଛୁ ବୋଲି କହିଛନ୍ତି ବିଜେପି ମୁଖପାତ୍ର ମନୋଜ ମହାପାତ୍ର। ଆଜି ସକାଳେ ଝାରସୁଗୁଡ଼ାର ପୂର୍ବତନ ବିଧାୟିକା!-->…
