ପ୍ରବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
ଜନତା ମଇଦାନରେ ପ୍ରଧାନମନ୍ତ୍ରୀ । ପ୍ରବାସୀ ଭାରତୀୟ ଦିବସର ୨ୟ ଦିନରେ ପହଞ୍ଚି ଏହି ସମ୍ମେଳନ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି । ଭିସି ଜରିଆରେ ଶୁଭାରମ୍ଭ କରିଛନ୍ତି!-->…
