ପ୍ରଶାନ୍ତଙ୍କ ପରିବାରକୁ ଭେଟିଲେ ଅପରାଜିତା ଷଡ଼ଙ୍ଗୀ : ସାଂସଦଙ୍କୁ କୁଣ୍ଢାଇ କାନ୍ଦିଲେ ପତ୍ନୀ
ଜମ୍ମୁକାଶ୍ମୀର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ନାଗରିକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ପ୍ରାଣ ହରାଇଥିବା ଓଡ଼ିଆ ପୁଅ ପ୍ରଶାନ୍ତ ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି । ସାଂସଦଙ୍କୁ ଦେଖିବା ପରେ କୋହ ସମ୍ଭାଳିପାରି ନଥିଲେ ପ୍ରଶାନ୍ତଙ୍କ!-->…
