Odia News Portal
Browsing Tag

swadhikar news

ଲୋକାର୍ପିତ ହେବ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ? ସମୀକ୍ଷା କଲେ ଅପରାଜିତା

ରେଳ ଷ୍ଟେସନ୍‌ରେ ମିଳିବ ଏୟାପୋର୍ଟର ସୁବିଧା! ଯେଉଁଥିପାଇଁ ନୂଆ ରୂପ ନେଉଛି ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ୍‌। ଯାହାର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଆଜି ନବୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଅଗଷ୍ଟ ସୁଦ୍ଧା ଭୁବନେଶ୍ୱର ମୁଖ୍ୟ

ସୁନା ଦୋକାନରେ ଲୁଟ୍ ଉଦ୍ୟମ ବେଳେ ଗୁଳିମାଡ଼

ଯାଜପୁର ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ନାମକ ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ଗୁଳିମାଡ଼ । ସୁନା ଦୋକାନର ୨ କର୍ମଚାରୀଙ୍କ ସହ ଇଲେକ୍ଟ୍ରି କର୍ମଚାରୀଙ୍କ ଉପରେ ହୋଇଛି ଗୁଳିମାଡ଼ I ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର

୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇନାହାନ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ

ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକାଥରେ ସୁଭଦ୍ରାର ଦୁଇଟି କିସ୍ତି ମିଳିବ

ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା ଦେଇନାହାନ୍ତି।  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆବଦେନକାରୀଙ୍କର ୫

୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି। ଆସନ୍ତା ୮ରୁ ୧୦

ରାଜ୍ୟ ବଜେଟ୍‌ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ

ଆର୍ଥିକ ବର୍ଷ ୨୦୨୪-୨୫ ସରିସରି ଆସୁଥିବା ‌ବେଳେ ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟର ବିକାଶ ପାଇଁ କେଉଁ ବିଭାଗକୁ କେତେ ଟଙ୍କା ଦେବେ ଏନେଇ ଏଥି ପାଇଁ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ

୫ ପରେ କମିବ ଶୀତ

କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଶୀତ ଫେରିଥିବା ବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏମିତି ସ୍ଥିତି ଲାଗି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହାର

ବିଚ୍‌ ରାସ୍ତାରେ ମାରପିଟ ହେଉଥିଲେ ୪ ପୁଲିସ୍‌, ନିଲମ୍ବନ କଲେ ଏସ୍‌ପି

ଆଇନଶୃଙ୍ଖଳା ରକ୍ଷାକାରୀ ପୁଲିସ୍‌ କର୍ମଚାରୀ ହିଁ ଘଟାଇଲେ ବିଶୃଙ୍ଖଳ। ରାସ୍ତି ମଝିରେ କଲେ ମାରପିଟ। ଭୁଲିଗଲେ ବର୍ଦ୍ଦିର ମର୍ଯ୍ୟାଦା, ମନେ ରହିଲାନି ଶାଳିନତା। ପୁଲିସ୍‌ର ଏପରି କାର୍ଯ୍ୟକଳାପକୁ ବିଭିନ୍ନ ମହଲରୁ ସମାଲୋଚନା କରାଯିବା ପରେ କଡ଼ା ପଦକ୍ଷେପ ନେଇଛନ୍ତି

ଦରଦାମ୍ ବୃଦ୍ଧିକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜେଡ଼ି

ଦରଦାମ୍ ବୃଦ୍ଧିକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜୁ ଜନତା ଦଳ । ଆସନ୍ତା ୬ ତାରିଖରେ ଲୋୟର ପିଏମ୍‌ଜିରେ ଆନ୍ଦୋଳନ କରିବ ବିଜେଡି । ଦରଦାମ୍ ବୃଦ୍ଧି ପ୍ରତିବାଦରେ ବିଜେଡ଼ି ଆନ୍ଦୋଳନ କରିବ । ଏ ନେଇ ପ୍ରେସମିଟ୍ କରି ବିଜେଡ଼ିର ବରିଷ୍ଠ ନେତୃତ୍ବ ସୂଚନା

ରାତି ଅଧରେ ଭାଇଭଉଣୀଙ୍କୁ ଗୁଳିମାଡ଼, ଅବସ୍ଥା ଗୁରୁତର

ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗ୍ରାମରେ ଗତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାତି ଅଧରେ ଦୁର୍ବୃତ୍ତ ପଶି ଘରେ ଶୋଇଥିବା ନାବାଳକ ଭାଇଭଉଣୀଙ୍କୁ ଗୁଳିମାଡ଼ କରିଛନ୍ତି। ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ତେବେ ଦୁର୍ବୃତ୍ତ ପତ୍ତା ମିଳି ପାରିନି।