ରାଜନୀତିରୁ ସନ୍ନ୍ୟାସ ନେଲେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ
ରାଜନୀତିରୁ ସନ୍ନ୍ୟାସ ନେଲେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ BJD ନେତା ରଘୁନନ୍ଦନ ଦାସ । ଏନେଇ ପ୍ରତିକ୍ରିୟା ରଖିଛନ୍ତି ରଘୁନନ୍ଦନ । ସେ କହିଛନ୍ତି, ଟିକେଟ୍ ମିଳିଲାନି ବୋଲି ଅସନ୍ତୋଷ ନାହିଁ । ଅସନ୍ତୋଷ ଥିଲେ ବିଦ୍ରୋହ କରିଥାନ୍ତି, ଆଉ ବାଲିକୁଦାରେ ବିଜେଡି ହାରିଥାନ୍ତା । ସ୍ୱାସ୍ଥ୍ୟଗତ!-->…
