ଭୁବନେଶ୍ଵରରେ ପାଳିତ ହେଲା କମିସନରେଟ ପୁଲିସ ପ୍ରତିଷ୍ଠା ଦିବସ
ଭୁବନେଶ୍ଵର କମିସନରେଟ ପୁଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ଵର ରିଜର୍ଭ ପୁଲିସ ପ୍ୟାରେଡ ପଡ଼ିଆରେ ୯୦ତମ ଓଡ଼ିଶା ପୁଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ପୁଲିସ କମିସନର ଡକ୍ଟର ସୁରେଶ ଦେବଦତ୍ତ ସିଂହ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଆଜିର ଦିନ ଅର୍ଥାତ୍!-->…
