ଶବ ପରିବହନ ପାଇଁ ନୂଆ ବ୍ୟବସ୍ଥା: ୧୦୮ ଆମ୍ବୁଲାନ୍ସ ଭଳି ରହିବ ସ୍ବତନ୍ତ୍ର କଲ ସେଣ୍ଟର
ରାଜ୍ୟ ସରକାର ସୁବିଧାରେ ଶବ ପରିବହନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ଯାଉଛନ୍ତି। ଏଥି ପାଇଁ ସରକାର କଲ ସେଣ୍ଟର ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖିଛନ୍ତି। କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ସ୍ଥାପନ କରି ମୃତଦେହକୁ ଠିକ୍!-->…
