ପ୍ରମିଳାଙ୍କ ଭାଇ ଘରେ ଘାଣ୍ଟୁଛି ED; ୨୩୧ କୋଟି ଠକେଇ ଅଭିଯୋଗରେ ରେଡ୍
ରାଜ୍ୟ ସରକାରଙ୍କ ଜିରୋ ଟଲରାନ୍ସ ନୀତି ଅବଲମ୍ବନ କରୁଛନ୍ତି । ଏହି କ୍ରମରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍ ଆରମ୍ଭ ହୋଇଛି। ବିଶ୍ବ NGO ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା EDର ରେଡ୍ ଚାଲିଛି । ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ଚାଲିଛି!-->…
