ରାଜ୍ୟରେ ପିଆଜ ମିଶନ ଯୋଜନା କାର୍ଯ୍ୟକାରୀ ହେଇନାହିଁ: ମନ୍ତ୍ରୀ
ରାଜ୍ୟରେ ପିଆଜ ଦର ଆକାଶଛୁଆଁ । ଏନେଇ ଖାଉଟି ଚିନ୍ତାରେ। ହେଲେ ରାଜ୍ୟ ବିଧାନସଭାରେ ମନ୍ତ୍ରୀ ଯେଉଁ ତଥ୍ୟ ରଖିଛନ୍ତି, ତାହା ସରକାର ଉପରେ ପ୍ରଶ୍ନ ଚିହ୍ନ ଠିଆ କରିଛି । ରାଜ୍ୟରେ ଲୋକଙ୍କ ଆବଶ୍ୟକତାଠୁ ଅଧିକ ପିଆଜ ଉତ୍ପାଦନ ହେଉଛି, ହେଲେ ତା ସତ୍ତ୍ୱେ ବି ପିଆଜ ଦର ବଜାରରେ ୭୦ ଉପରେ ବିକ୍ରି!-->…
