ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ ଭିତରେ ଶାହା ମଧ୍ୟ ରହିବେ। ତେବେ ଦଳୀୟ!-->…
