୮ ତାରିଖରୁ ବଢିପାରେ ବର୍ଷା
ଆସନ୍ତା ୨୪ଘଣ୍ଟା ପାଇଁ ଉପକୂଳ ଏବଂ ଉତ୍ତର ଝଡବର୍ଷା ଆଲର୍ଟ। ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ,…
