ହତ୍ୟାକାରୀଙ୍କ ଗିରଫ ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ କିନ୍ନର ସଂଗଠନ,ଏୟାରପୋର୍ଟ ଏଜି ଛକରେ ରାସ୍ତାରୋକ
ରାଜଧାନୀରେ କିନ୍ନରଙ୍କୁ ବୀଭତ୍ସ ହତ୍ୟା । ହତ୍ୟାକାରୀଙ୍କ ଗିରଫ ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ କିନ୍ନର ସଂଗଠନ । ଏୟାରପୋର୍ଟ ଏଜି ଛକରେ ରାସ୍ତା ରୋକ କରିବା ସହ କ୍ୟାପିଟାଲ ହସ୍ପିଟାଲ ଛକରେ ଆନ୍ଦୋଳନ କରିଛନ୍ତି । ପୋଷ୍ଟମର୍ଟମ ପରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି କିନ୍ନର ସଂଘ । ହତ୍ୟାକାରୀକୁ…
