ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍, ଫେବ୍ରୁଆରି ୨୦ରେ ଉପସ୍ଥାପିତ ହୋଇଥିଲା ବଜେଟ
ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଫେବ୍ରୁଆରି ୨୦ରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଥିଲେ । ୩.୧୦ ଲକ୍ଷ କୋଟିର ବଜେଟ୍ ଉପସ୍ଥାପନ ହୋଇଥିଲା ।ସେପଟେ SCB ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟ…
