ନବଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ
ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ ଦିଆଯାଇଛି। ତଦନ୍ତ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ ହୋଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା ଚାଲିଛି,!-->…
