ଔପଦାରେ ଚାଞ୍ଚଲ୍ୟ: ଯୌତୁକ ଲାଗି ବଧୂହତ୍ୟା ଅଭିଯୋଗ
ବାଲେଶ୍ବର ଜିଲ୍ଲା ଔପଦା ଥାନା ବାଙ୍ଗୁରୁ ଗ୍ରାମର ଯୌତୁକ ପାଇଁ ଜଣେ ବଧୂଙ୍କୁ ଶାଶୂଘର ଲୋକେ ହତ୍ୟା କରିଥିବାଅଭିଯୋଗ ହୋଇଛି। ମୃତା ହେଉଛନ୍ତି ସଂପୃକ୍ତ ଗ୍ରାମର ବିପିନ ବିହାରୀ ପଣ୍ଡାଙ୍କ ପତ୍ନୀ ଆରତୀ। ଏନେଇ ଆରତୀଙ୍କ ବାପା ଖଇରା ବ୍ଲକ୍ ବରଦା ପଞ୍ଚାୟତ ବିଷ୍ଣୁପୁର ଗ୍ରାମର ପରୀକ୍ଷିତ!-->…
