ସୁଭଦ୍ରା ପୋର୍ଟାଲରୁ ଭୁଲରେ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃସାମିଲ
ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ ।ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ ଅଧିକ ଆବେଦନକାରୀ ସୁଭଦ୍ରାରେ!-->…
