ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର
ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କ। ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
ଶାମ୍ବ ଦଶମୀ ଅବସରରେ କୋଣାର୍କରେ ସୂର୍ଯ୍ୟ ରଥଯାତ୍ରା ଓ ସୌର!-->!-->!-->…
