Odia News Portal
Browsing Tag

swadhikar news

୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି। ଆସନ୍ତା ୮ରୁ ୧୦

ରାଜ୍ୟ ବଜେଟ୍‌ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ

ଆର୍ଥିକ ବର୍ଷ ୨୦୨୪-୨୫ ସରିସରି ଆସୁଥିବା ‌ବେଳେ ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟର ବିକାଶ ପାଇଁ କେଉଁ ବିଭାଗକୁ କେତେ ଟଙ୍କା ଦେବେ ଏନେଇ ଏଥି ପାଇଁ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ

୫ ପରେ କମିବ ଶୀତ

କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଶୀତ ଫେରିଥିବା ବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏମିତି ସ୍ଥିତି ଲାଗି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହାର

ବିଚ୍‌ ରାସ୍ତାରେ ମାରପିଟ ହେଉଥିଲେ ୪ ପୁଲିସ୍‌, ନିଲମ୍ବନ କଲେ ଏସ୍‌ପି

ଆଇନଶୃଙ୍ଖଳା ରକ୍ଷାକାରୀ ପୁଲିସ୍‌ କର୍ମଚାରୀ ହିଁ ଘଟାଇଲେ ବିଶୃଙ୍ଖଳ। ରାସ୍ତି ମଝିରେ କଲେ ମାରପିଟ। ଭୁଲିଗଲେ ବର୍ଦ୍ଦିର ମର୍ଯ୍ୟାଦା, ମନେ ରହିଲାନି ଶାଳିନତା। ପୁଲିସ୍‌ର ଏପରି କାର୍ଯ୍ୟକଳାପକୁ ବିଭିନ୍ନ ମହଲରୁ ସମାଲୋଚନା କରାଯିବା ପରେ କଡ଼ା ପଦକ୍ଷେପ ନେଇଛନ୍ତି

ଦରଦାମ୍ ବୃଦ୍ଧିକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜେଡ଼ି

ଦରଦାମ୍ ବୃଦ୍ଧିକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜୁ ଜନତା ଦଳ । ଆସନ୍ତା ୬ ତାରିଖରେ ଲୋୟର ପିଏମ୍‌ଜିରେ ଆନ୍ଦୋଳନ କରିବ ବିଜେଡି । ଦରଦାମ୍ ବୃଦ୍ଧି ପ୍ରତିବାଦରେ ବିଜେଡ଼ି ଆନ୍ଦୋଳନ କରିବ । ଏ ନେଇ ପ୍ରେସମିଟ୍ କରି ବିଜେଡ଼ିର ବରିଷ୍ଠ ନେତୃତ୍ବ ସୂଚନା

ରାତି ଅଧରେ ଭାଇଭଉଣୀଙ୍କୁ ଗୁଳିମାଡ଼, ଅବସ୍ଥା ଗୁରୁତର

ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗ୍ରାମରେ ଗତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାତି ଅଧରେ ଦୁର୍ବୃତ୍ତ ପଶି ଘରେ ଶୋଇଥିବା ନାବାଳକ ଭାଇଭଉଣୀଙ୍କୁ ଗୁଳିମାଡ଼ କରିଛନ୍ତି। ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ତେବେ ଦୁର୍ବୃତ୍ତ ପତ୍ତା ମିଳି ପାରିନି।

ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୁଏଲ ଓରାମ

ସୁନ୍ଦରଗଡ଼ରେ ରହିଛି ୧୩ରୁ ଅଧିକ ପର୍ଯ୍ୟଟନସ୍ଥଳ। ହେଲେ ଆଜି ପର୍ଯ୍ୟନ୍ତ ବିକାଶ ଦେଖିଛି ମାତ୍ର ୩/୪ଟି ପର୍ଯ୍ୟଟନସ୍ଥଳ। ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଥିବା ଏସବୁସ୍ଥଳକୁ ଆଦୌ ପର୍ଯ୍ୟଟନ ବିଭାଗ ଗୁରୁତ୍ବ ଦେଇନି। ଗତ ସରକାର ସମୟରେ ବେଦବ୍ୟାସ, ଖଣ୍ଡାଧାର, ପିତାମହଲ ଡ୍ୟାମ୍‌

ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧର ଶରଣ ସିଂହ ।

ରାଜଧାନୀରେ ନକଲି ସିମେଣ୍ଟ କାରଖାନା ଠାବ

ଅସଲି ବ୍ୟାଗ ନକଲି ଜିନିଷ । ରାଜଧାନୀରୁ ନକଲି ସିମେଣ୍ଟ କାରଖାନା ଠାବ ହୋଇଛି । ନାମୀଦାମୀ କମ୍ପାନୀର ପ୍ୟାକେଟ ବ୍ୟବହାର କରି କରୁଥିଲେ କାରବାର । ଟାର୍ଗେଟରେ ଥିଲା ଗ୍ରାମାଞ୍ଚଳ । ଭୁବନେଶ୍ୱର ତଥା ଭୁବନେଶ୍ୱର ବାହାରକୁ ହେଉଥିଲା ଚାଲାଣ । ଖବର ପାଇବା ପରେ ନକଲି ସିମେଣ୍ଟ କାରଖାନାରେ ରେଡ

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ଆସନ୍ତାକାଲି ନେବେ ଶପଥ

ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଛନ୍ତି ।