ଆସନ୍ତା ୨୯ରୁ ଲାଗୁ ହେବ ‘ଆୟୁଷ୍ମାନ ଭାରତ’: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆୟୁଷ୍ମାନ ଭାରତ ଯୋଜନା ଆସନ୍ତା ୨୯ତାରିଖରୁ ରାଜ୍ୟରେ କାର୍ଯ୍ୟକାରୀ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସିରେ ଓଡ଼ିଶାରେ ଏହି ଯୋଜନାର ଶୁଭାରମ୍ଭ କରିବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ!-->…
