ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ
ସଂସଦ ପରିସରରେ ହୋଇଥିବା ଠେଲାପେଲା ଘଟଣାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ମାମଲା ରୁଜୁ ହୋଇଛି । ରାହୁଲ ଗାନ୍ଧୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ଅଭିଯୋଗ କରିଛି ବିଜେପି । ଭାରତୀୟ ନ୍ୟାୟ ସଂହିତାର ଧାରା ୧୦୯, ୧୧୫ ଏବଂ ୧୧୭ ଅଧିନରେ ପୋଲିସ!-->…
