ରଥକାଠ ଅନୁକୂଳ ପାଇଁ ନୟାଗଡ଼ ଗଲା ମାଳ, ମାହାର୍ଦ୍ଦ
ରଥଯାତ୍ରାର ଆଦ୍ୟ ପର୍ବ ଆଜିଠାରୁ ଆରମ୍ଭ ହୋଇଛି। ଆସନ୍ତାବର୍ଷ ରଥଯାତ୍ରା ପାଇଁ ଆବଶ୍ୟକ ରଥକାଠ କାଟିବାକୁ ଅନୁମତି ଦେବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନର ୩ଜଣିଆ ଦଳ ମହାପ୍ରଭୁଙ୍କ ମାଳ, ମାହାର୍ଦ୍ଦ, ଲାଗି ଖଣ୍ଡୁଆ, ନଡ଼ିଆ ଆଦି ନେଇ ଆଜି ନୟାଗଡ଼ ଗସ୍ତ କରିଛନ୍ତି। ନୟାଗଡ଼ ବନଖଣ୍ଡ!-->…
