ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ
ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ। ଆଜି ଅପରାହ୍ନରେ ଏପରି ବୀଭତ୍ସ ହତ୍ୟାକାଣ୍ଡ ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ବର୍ତ୍ତମାନ ସୁଦ୍ଧା ପୁଲିସ୍ ହତ୍ୟାକାରୀଙ୍କ ପାଖରେ ପହଞ୍ଚି ପାରି!-->…
