କାହା କଥାରେ ପଡ଼ି ରାସ୍ତାରେ ଗଡ଼ିବାର ଆବଶ୍ୟକତା ନାହିଁ: ପ୍ରଭାତୀ ପରିଡ଼ା
ମିଶନ ଶକ୍ତିକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଡ଼ା ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମିଶନ ଶକ୍ତିର ମହିଳାଙ୍କୁ କେହି ବିଭ୍ରାନ୍ତ କରନ୍ତୁ ନାହିଁ। ଗତକାଲି ଏହି ପ୍ରସଙ୍ଗରେ ଗୃହରେ ଚର୍ଚ୍ଚା ହୋଇଛି। କାହା କଥାରେ ପଡ଼ି ରାସ୍ତାରେ ଗଡ଼ିବା ଆବଶ୍ୟକତା ନାହିଁ । ମହିଳାଙ୍କ!-->…
