Odia News Portal
Browsing Tag

swadhikar news

ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ; ପର୍ଯ୍ୟଟକଙ୍କୁ ନୋ ଏଣ୍ଟ୍ରି

ଆଜିଠାରୁ ଅନୁଗୁଳ ଜିଲ୍ଲା ସାତକୋଶିଆରେ ଆରମ୍ଭ ହେଉଛି କୁମ୍ଭୀର ଗଣନା । ଏଥିପାଇଁ ପର୍ଯ୍ୟଟକଙ୍କୁ ସାତକୋଶିଆ ବାରଣ। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ । …

ଆଳୁ ଦର ବୃଦ୍ଧି ପ୍ରସଙ୍ଗ : ପୂର୍ବ ସରକାରକୁ ଦୋଷ ଦେଲେ ଯୋଗାଣ ମନ୍ତ୍ରୀ

ପୁଣି ଆଳୁ ଦର ବୃଦ୍ଧି ଲାଗି ପୂର୍ବ ସରକାରକୁ ଦୋଷ ଦେଲେ ଯୋଗାଣ ମନ୍ତ୍ରୀ... କହିଲେ ଆଳୁ ଦର ବୃଦ୍ଧି ଏବେ ହେଲା ନାହିଁ, ୨୪ ବର୍ଷ ଭିତରେ ଏମାନେ କିଛି କଲେ ନାହିଁ, ନ କରିବା କାରଣରୁ ଏହି ଫଳ କେବଳ କଥା କହିବା ପାଇଁ ପୂର୍ବ ସରକାର ରହିଥିଲେ କାମ ନଥିଲା ,…

କାୟା ମେଲାଉଛି HMPV ଭାଇରସ୍‌, ଭାରତରେ ଚିହ୍ନଟ ହେଲା ପ୍ରଥମ କେସ୍‌

କୋଭିଡ-୧୯ ମହାମାରୀ ପରେ ଏବେ HMPV ଭାଇରାସକୁ ନେଇ ସାରା ବିଶ୍ୱରେ ପଶିଛି ଛନକା। ଚୀନ୍‌ରେ ଏହି ଜୀବାଣୁ କାୟା ମେଳାଇବାରେ ଲାଗିଛି। ଏବେ ଭାରତରେ ମଧ୍ୟ ଏହି ଭାଇରାସ ଏଣ୍ଟ୍ରି ମାରିଛି। ଚିହ୍ନଟ ହୋଇଛି ପ୍ରଥମ ସଂକ୍ରମିତ। ବେଙ୍ଗାଲୁରୁର ଏକ ହସ୍ପିଟାଲରେ ୮ ମାସର ଛୁଆ ଦେହରେ HMPV ଜୀବାଣୁ…

ଲୋକାର୍ପିତ ହେବ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ? ସମୀକ୍ଷା କଲେ ଅପରାଜିତା

ରେଳ ଷ୍ଟେସନ୍‌ରେ ମିଳିବ ଏୟାପୋର୍ଟର ସୁବିଧା! ଯେଉଁଥିପାଇଁ ନୂଆ ରୂପ ନେଉଛି ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ୍‌। ଯାହାର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଆଜି ନବୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଅଗଷ୍ଟ ସୁଦ୍ଧା ଭୁବନେଶ୍ୱର ମୁଖ୍ୟ…

ସୁନା ଦୋକାନରେ ଲୁଟ୍ ଉଦ୍ୟମ ବେଳେ ଗୁଳିମାଡ଼

ଯାଜପୁର ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ନାମକ ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ଗୁଳିମାଡ଼ । ସୁନା ଦୋକାନର ୨ କର୍ମଚାରୀଙ୍କ ସହ ଇଲେକ୍ଟ୍ରି କର୍ମଚାରୀଙ୍କ ଉପରେ ହୋଇଛି ଗୁଳିମାଡ଼ I ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର…

୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା। ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇନାହାନ୍ତି। ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନ କଲା ଯାଏଁ…

ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକାଥରେ ସୁଭଦ୍ରାର ଦୁଇଟି କିସ୍ତି ମିଳିବ

ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା ଦେଇନାହାନ୍ତି।  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆବଦେନକାରୀଙ୍କର ୫…

୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି। ଆସନ୍ତା ୮ରୁ ୧୦…

ରାଜ୍ୟ ବଜେଟ୍‌ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ

ଆର୍ଥିକ ବର୍ଷ ୨୦୨୪-୨୫ ସରିସରି ଆସୁଥିବା ‌ବେଳେ ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟର ବିକାଶ ପାଇଁ କେଉଁ ବିଭାଗକୁ କେତେ ଟଙ୍କା ଦେବେ ଏନେଇ ଏଥି ପାଇଁ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ…

୫ ପରେ କମିବ ଶୀତ

କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଶୀତ ଫେରିଥିବା ବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏମିତି ସ୍ଥିତି ଲାଗି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହାର…