Odia News Portal
Browsing Tag

swadhikar news

କୃଷି ଓ କୃଷକର ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ: ରାଷ୍ଟ୍ରପତି

କୃଷି ଉତ୍ପାଦନରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ (ଓୟୁଏଟି)ର ଯଥେଷ୍ଟ ଅବଦାନ ରହିଛି। ଆମ ସଂସ୍କୃତି, ପରମ୍ପରା ଏବଂ ଜୀବନ ଜୀବିକାର ଆଧାର ହେଉଛି କୃଷି କାର୍ଯ୍ୟ। ତେଣୁ କୃଷି ଏବଂ କୃଷକଙ୍କ ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରେଲୱେ ଷ୍ଟେସନରୁ ୬୦ କେଜି ରୁପା ଜବତ; ଜଣେ ଅଟକ

ରାଉରକେଲା ରେଳ ଷ୍ଟେସନରୁ ଜବତ ହେଲା ୬୦ କେଜି ରୁପା ଅଳଙ୍କାର। ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଜିଆରପି। ଅଟକ ବ୍ୟକ୍ତି ଜଣଙ୍କ ହେଲେ ଚନ୍ଦନ କୁମାର। ଚନ୍ଦନ ବିପୁଳ ପରିମାଣରେ ରୁପା ଅଳଙ୍କାର ନେଇ ଯାଉଥିବା ଜିଆରପି କୌଣସି ସୂତ୍ରରୁ ଖବର

ରାତି ଅଧରେ ବେଆଇନ୍ ଗୋ-ଚାଲାଣ ଅଭିଯୋଗରେ ୨ ମାଫିଆ ଗିରଫ

ରାତି ଅଧରେ ବେଆଇନ୍ ଗୋ-ଚାଲାଣ ଅଭିଯୋଗରେ ୨ ମାଫିଆ ଗିରଫ। ଭଦ୍ରକ ଟାଉନ ପୁଲିସ ଓ ପୁରୁଣାବଜାର ପୁଲିସକୁ ମିଳିତ ଚଢ଼ାଉରେ ସଫଳତା। ଏକ ଭ୍ୟାନ୍‌ରେ ବେଆଇନ୍ ଗୋ-ଚାଲାଣ ହେଉଥିବାର ସୂଚନା ପାଇ ପୁଲିସ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ୨ ମାଫିଆଙ୍କୁ ଧରିବା ସହ ୯ ଗୋରୁଙ୍କୁ ଉଦ୍ଧାର କରିଥିଲା।

ସରକାରକୁ ବଦନାମ କରିବା ଲାଗି ମନୁଷ୍ୟକୃତ ଆଳୁ ଅଭାବ :କୃଷ୍ଣଚନ୍ଦ୍ର ପାତ୍ର

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ସରକାରକୁ ବଦନାମ କରିବାକୁ ମନୁଷ୍ୟକୃତ ଆଳୁ ଅଭାବ ତିଆରି କରାଗଲା। ପ୍ରଥମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମନା କଲେ ଆମେ ଆଳୁ ଦେବୁ ନାହିଁ, ଏବେ ପୁଣି ରାଜି ହେଲେ ଦେବାକୁ। କାହିଁକି ଏମିତି

ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା

ଚଳିତ ମାସ ଡିସେମ୍ବର ୨୫ ତାରିଖରେ ମିଳିବ ‘ସୁଭଦ୍ରା’ ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ ଏଇ ୨୫ ତାରିଖରେ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବା ପାଇଁ ଜାରି ରହିଛି ଯାଞ୍ଚ ପ୍ରକ୍ରିୟା । ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହି

ପରାକ୍ରମ ଦେଖାଇଲା ନୌସେନା, ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍‌ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ପ୍ରଥମ କରି ପୁରୀରେ ନୌସେନା ଦିବସ ପାଳିତ

ବିଦ୍ୟୁତ କମ୍ପାନୀ ଉପରେ ସରକାରଙ୍କ ବଡ଼ ବାକି, ଫେରିବାର ସମ୍ଭାବନା ଶୂନ

ରାଜ୍ୟର ଚାରୋଟି ବିଦ୍ୟୁତ ବିତରଣ କମ୍ପାନୀ (ଡିସକମ୍) ଉପରେ ଓଡ଼ିଶା ସରକାରଙ୍କ ୬,୫୮୭ କୋଟି ଟଙ୍କା ବକେୟା ରହିଛି। ବୁଧବାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଶକ୍ତି ବିଭାଗର ମନ୍ତ୍ରୀ ଭାବେ ସିଂ ଦେଓ ସୂଚନା ଦେଇଛନ୍ତି ଯେ, ଏହି ଚାରୋଟି

ବଦ୍ରିଙ୍କ ବିସ୍ପୋରଣ; ନିଜ ଦଳ ଉପରେ ବର୍ଷିଲେ, କହିଲେ-‘ନେତା ଧାର ଆଣି ଆମେ ଭୁଲ କରିଛୁ’

କାଲି ବିଧାନସଭା ଭିତରେ ଆଜି ବାହାରେ ବଦ୍ରି ପାତ୍ରଙ୍କ ବିସ୍ପୋରକ ବୟାନ । ଯାହାକୁ ନେଇ ଏବେ ପୁଣି ଚର୍ଚ୍ଚା ବଢିବାରେ ଲାଗିଛି । ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ପାତ୍ରଙ୍କ ବୟାନକୁ ନେଇ ସରଗରମ ହୋଇଛି ରାଜନୀତି । ଅତୀତରେ ଆମ ଦଳ ଭୁଲ କରିଛି । ବିଜେପିରେ ଟିକେଟ ପାଇଥିବା କିଛି

ଯୋଗଯୁକ୍ତ ହୋଇ ରୋଗମୁକ୍ତ ହୋଇପାରିବା: ରାଷ୍ଟ୍ରପତି

ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବକୁ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆୟୁର୍ବେଦ ଏକ ପ୍ରାଚୀନ, ବିଶ୍ୱସ୍ତ ଏବଂ ପୂର୍ଣ୍ଣାଙ୍ଗ ଚିକିତ୍ସା ପାଇଁ ବିଜ୍ଞାନ। ଚଳିତ ଦଶନ୍ଧିରେ ଆମର ଏହି ପ୍ରାଚୀନ ଶିକ୍ଷା ପଦ୍ଧତିକୁ

ରାଜ୍ୟରେ ପିଆଜ ମିଶନ ଯୋଜନା କାର୍ଯ୍ୟକାରୀ ହେଇନାହିଁ: ମନ୍ତ୍ରୀ

ରାଜ୍ୟରେ ପିଆଜ ଦର ଆକାଶଛୁଆଁ । ଏନେଇ ଖାଉଟି ଚିନ୍ତାରେ। ହେଲେ ରାଜ୍ୟ ବିଧାନସଭାରେ ମନ୍ତ୍ରୀ ଯେଉଁ ତଥ୍ୟ ରଖିଛନ୍ତି, ତାହା ସରକାର ଉପରେ ପ୍ରଶ୍ନ ଚିହ୍ନ ଠିଆ କରିଛି । ରାଜ୍ୟରେ ଲୋକଙ୍କ ଆବଶ୍ୟକତାଠୁ ଅଧିକ ପିଆଜ ଉତ୍ପାଦନ ହେଉଛି, ହେଲେ ତା ସତ୍ତ୍ୱେ ବି ପିଆଜ ଦର ବଜାରରେ ୭୦ ଉପରେ ବିକ୍ରି