ଗୁଳି ଫୁଟି ଅଭିନେତା ଗୋବିନ୍ଦା ଆହତ, ହସ୍ପିଟାଲରେ ଭର୍ତ୍ତି
ଅଭିନେତା ଗୋବିନ୍ଦାଙ୍କ ଦେହରେ ବାଜିଲା ଗୁଳି। ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଭୁଲବଶତଃ ଗୁଳି ଫୁଟିଥିବା ଜଣାପଡିଛି। ଭୁଲବଶତଃ ଗୋବିନ୍ଦାଙ୍କ ଗୋଡ଼ରେ ଗୁଳି ବାଜିଥିବା ସୂଚନା ମିଳିଛି। ତାଙ୍କୁ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଗୋବିନ୍ଦାଙ୍କ ମ୍ୟାନେଜର ଶଶି!-->…
