୫ ମାସରେ ରାଜ୍ୟରେ ୫୦୯ ଦୁଷ୍କର୍ମ ମାମଲା: ମୁଖ୍ୟମନ୍ତ୍ରୀ
୫ମାସରେ ୫୦୯ଟି ଦୁଷ୍କର୍ମ ମାମଲା, ୪୧ ଗଣଦୁଷ୍କର୍ମ ମାମଲା ପଞ୍ଜୀକୃତ ହୋଇଛି। ମହିଳା ବିରୋଧୀ ସମୁଦାୟ ୯୨୪୮ଟି ମାମଲା ରୁଜୁ ହୋଇଛି। ରାଜ୍ୟରେ ମହିଳାଙ୍କ ବିରୋଧୀ ହିଂସା ସଂପର୍କରେ ପ୍ରଶ୍ନର ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତବର୍ଷ ଜୁନ୍ ୧୦ ତାରିଖରୁ ନଭେମ୍ବର!-->…
