ପୁଣି ଆତଙ୍କୀ ପନ୍ନୁର ଟାର୍ଗେଟ୍, ବିମାନ ବନ୍ଦରରୁ ଉଡ଼ାଣ ନ ଭରିବାକୁ ଚେତାବନୀ
ଭୁବନେଶ୍ୱରରେ ଚାଲିଥିବା DGP କନଫରେନ୍ସକୁ ପୁଣି ଖଲିସ୍ତାନୀ ଆତଙ୍କୀ ପନ୍ନୁର ଟାର୍ଗେଟ । ଜଣେ ବରିଷ୍ଠ ସାମ୍ବାଦିକଙ୍କୁ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଦେଇଛି ଧମକ ପୂର୍ଣ୍ଣ ଇ-ମେଲ୍ । ଅଡ଼ିଓ ମେସେଜରେ ଭୁବନେଶ୍ୱର ଏୟାରପୋର୍ଟକୁ ଟାର୍ଗେଟ । ଆସନ୍ତକାଲି ଭୁବନେଶ୍ୱର ବିମାନ ବନ୍ଦରରୁ ଉଡ଼ାଣ ନ!-->…
