ଝାଡଖଣ୍ଡରେ ବାଜି ମାରିଲେ ଓଡ଼ିଆ ଝିଅ
ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ ହାସଲ କରିଛନ୍ତି। ତେବେ କଳ୍ପନାଙ୍କର ବିଜୟ ଆନୁଷ୍ଠାନିକ ଭାବେ ଘୋଷଣା ଏପର୍ଯ୍ୟନ୍ତ କରାଯାଇ ନାହିଁ। ତେବେ କଳ୍ପନା ବହୁ ରାଉଣ୍ଡ!-->…
