ଜଳିଗଲା ୭ ବଖରା ଘର
ବାଲେଶ୍ବର ଜିଲ୍ଲା ସୋର ବ୍ଲକ ନଟାପଡା ପଞ୍ଚାୟତ ଚହଳିଗାଁ ଗ୍ରାମର ରାଜେନ୍ଦ୍ର ଭଞ୍ଜଙ୍କ ଘରେ ଅଗ୍ନିକାଣ୍ଡ ଘଟିବାରୁ ସାତ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଆଜି ମଧ୍ୟାହ୍ନରେ ରାଜେନ୍ଦ୍ରଙ୍କ ସ୍ତ୍ରୀ ରୋଷେଇ କରୁଥିବା ବେଳେ ଚାଳ ଘରେ ଅଗ୍ନିକାଣ୍ଡ!-->…
