ଏୟାରଲିଫ୍ଟ ହେଲେ ବଳଙ୍ଗାର ନାବାଳିକା
ଏୟାରଲିଫ୍ଟ ହେଲେ ପୁରୀ ଜିଲ୍ଲା ବଳଙ୍ଗାର ନାବାଳିକା । ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଏପଟେ ଟୁଇଟ୍ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ଆଜି ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି ।!-->…