କେଜ୍ରିୱାଲଙ୍କ ବଡ଼ ଘୋଷଣା
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ଅରବିନ୍ଦ କେଜ୍ରିୱାଲ୍ । ୨ ଦିନ ପରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ବୋଲି କହିଲେ କେଜ୍ରିୱାଲ୍ । ଏହା ସହ ସେ ଅଗ୍ନି ପରୀକ୍ଷା ପାଇଁ ପ୍ରସ୍ତୁତ ଥିବା ମଧ୍ୟ କହିଛନ୍ତି । ମୁଁ ଓ ସିସୋଦିଆ ଜନତାଙ୍କ ପାଖକୁ ଯିବୁ, ସେମାନେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି!-->…
