କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣାର ଆରଡିସିସ୍ତରୀୟ ତଦନ୍ତ ନିର୍ଦ୍ଦେଶ
କନ୍ଧମାଳ ଜିଲ୍ଲାରେ ଆମ୍ବଟାକୁଆ ଖାଇ ୨ଜଣ ମହିଳାଙ୍କ ମୃତ୍ୟୁ ହେବା ଘଟଣାର ଆରଡିସିସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ ହେବା ଘଟଣାର!-->!-->!-->…
