କିଏ ଧରିବ ରାଜ୍ୟ କଂଗ୍ରେସର ମଙ୍ଗ ? ଆଜି ବସୁଛି ଗୁରୁତ୍ବପୂର୍ଣ୍ଣ ବୈଠକ
ଏ ଧରିବ ରାଜ୍ୟ କଂଗ୍ରେସର ମଙ୍ଗ । କାହାକୁ ପିସିସି ସଭାପତି ବାଛିବେ ଶୀର୍ଷ ନେତୃତ୍ବ । ଏନେଇ ଆଜି ବସୁଛି ଗୁରୁତ୍ବପୂର୍ଣ୍ଣ ବୈଠକ । ପିସିସି କାର୍ଯ୍ୟାଳୟରେ ଏହି ବୈଠକ ବସିବ । PCC ଚୟନ କମିଟି ମୁଖ୍ୟ ଚରଣ ଦାସ ମହନ୍ତ ଏବଂ ମିନାକ୍ଷୀ ନଟରାଜନଙ୍କ ଉପସ୍ଥିତିରେ କଂଗ୍ରେସ ଷ୍ଟିୟରିଂ କମିଟିର!-->…
