ଗିରଫ କନିଷ୍ଠ ଯନ୍ତ୍ରୀଙ୍କ ଅପାର ସମ୍ପତ୍ତି
ଗିରଫ କନିଷ୍ଠ ଯନ୍ତ୍ରୀଙ୍କ ଅପାର ସମ୍ପତ୍ତି। ଗତ କାଲି ରାୟଗଡ଼ା କାଶିପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କୁ ଭିଜିଲାନ୍ସ ବିଭାଗ ଧରିବା ପରେ ରାତିଯାକ କନିଷ୍ଠ ଯନ୍ତ୍ରୀଙ୍କ ଫରେଷ୍ଟ କଲୋନୀ ସ୍ଥିତ ବାସଭବନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ଭୋର ୩ଟା ପର୍ଯ୍ୟନ୍ତ ଚାଲିଥିଲା।!-->…
