ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକର ହେବ ସ୍ଥାନାନ୍ତରଣ
ଆସନ୍ତା 23 ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ । ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ!-->…
